ଗଂଜାମ(ନିରାକାର ସାହୁ) ସମ୍ବଲପୁର ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡାଙ୍କୁ ଗୁରୁତ୍ୱପୂର୍ଣ୍ଣ ଗଞ୍ଜାମ ଜିଲ୍ଲାପାଳ ଭାବେ ନିଯୁକ୍ତି ଦେଇଛନ୍ତି ରାଜ୍ୟ ସରକାର ।ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି କରାଯାଇଥିବା ବିଜ୍ଞପ୍ତି ଅନୁଯାୟୀ ଦିବ୍ୟଜ୍ୟୋତି, ବର୍ତ୍ତମାନ ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେ ଙ୍କ ସ୍ଥାନ ନେବେ ।ଜଣେ ଯୁବ ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ଭାବେ ଦିବ୍ୟଜ୍ୟୋତିଙ୍କ ବେଶ୍ ସୁନାମ ରହିଛି।
إرسال تعليق