BREAKING
Loading...
:

IAS ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର

 



ଦେବଗଡ଼ ଜିଲ୍ଲାପାଳ ସୁଧାଂଶୁ ସାମଲ ହେଲେ ଜଳ ସଂପଦ ଯୁଗ୍ମ ସଚିବ


•କନ୍ଧମାଳ ଜିଲ୍ଲାପାଳ ବୃନ୍ଦା ଡି. ହେଲେ OSMCL ଏମ୍‌ଡି


•ପ୍ରେମଚନ୍ଦ୍ର ଚୌଧୁରୀ ହେଲେ କୃଷି ନିର୍ଦ୍ଦେଶକ


•କେ. ସୁଦର୍ଶନ ଚକ୍ରବର୍ତ୍ତୀ ହେଲେ ଖୋର୍ଦ୍ଧା ଜିଲ୍ଲାପାଳ


•ସ୍ୱଧା ଦେବସିଂ ହେଲେ ରାୟଗଡ଼ା ଜିଲ୍ଲାପାଳ


•ସରୋଜ କୁମାର ମିଶ୍ର ହେଲେ ଅର୍ଥ ବିଭାଗ ସ୍ୱତନ୍ତ୍ର ସଚିବ


•ଅନନ୍ୟା ଦାସ ହେଲେ ସମ୍ବଲପୁର ଜିଲ୍ଲାପାଳ


•ଦିବ୍ୟଜ୍ୟୋତି ପରିଡ଼ା ହେଲେ ଗଂଜାମ ଜିଲ୍ଲାପାଳ


•ସିଦ୍ଧେଶ୍ୱର ବଳିରାମ ବୋନ୍ଦର ହେଲେ ଭଦ୍ରକ ଜିଲ୍ଲାପାଳ


•ତ୍ରିଲୋଚନ ମାଝୀ ହେଲେ ରାଜସ୍ୱ ବିଭାଗ ସ୍ୱତନ୍ତ୍ର ସଚିବ

ନିଖିଲ ପବନ କଲ୍ୟାଣ ହେଲେ କଟକ ମହାନଗର କମିଶନର


•ବିଜୟ ଅମୃତା କୁଲାଙ୍ଗେ ହେଲେ ଭୁବନେଶ୍ୱର ମହାନଗର କମିଶନର


•ମଧୁସ୍ମିତା ସାହୁ ହେଲେ ରାଜସ୍ୱ ବିଭାଗ ଯୁଗ୍ମ ସଚିବ


•ଗାଭାଲି ପରାଗ ହର୍ଷଦ ହେଲେ ସୁନ୍ଦରଗଡ଼ ଜିଲ୍ଲାପାଳ


•ଦତ୍ତାତ୍ରେୟ ଭାଉସାହେବ ସିନ୍ଦେ ହେଲେ ବାଲେଶ୍ୱର ଜିଲ୍ଲାପାଳ


•ସୋମେଶ କୁମାର ଉପାଧ୍ୟାୟ ହେଲେ ଦେବଗଡ଼ ଜିଲ୍ଲାପାଳ


•ସଂଗ୍ରାମ ମହାପାତ୍ର ହେଲେ ଆଦର୍ଶ ବିଦ୍ୟାଳୟ ପ୍ରକଳ୍ପ ନିର୍ଦ୍ଦେଶକ

Post a Comment

Previous Post Next Post
Header ADS