ଭୁବନେଶ୍ୱର(ନୀଳଚକ୍ର Live)ଓଡ଼ିଶାବାସୀଙ୍କ ସେବାରେ ଦୀର୍ଘ ୨୫ବର୍ଷ ଧରି ନିଜ ଜୀବନକୁ ଉତ୍ସର୍ଗ କରିଥିବା ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ଙ୍କୁ କ୍ୟାପିଟାଲ ଫାଉଣ୍ଡେସନ ସୋସାଇଟ ତରଫରୁ ‘ଜୀବନବ୍ୟାପୀ ସାଧନା ସମ୍ମାନ’ ରେ ସମ୍ମାନିତ କରାଯାଇଛି। ଏହି ସମ୍ମାନ ଗ୍ରହଣ କରି ଆଜି ମାନ୍ୟବର ମୁଖ୍ୟମନ୍ତ୍ରୀ ଓଡ଼ିଶା ଫେରିଛନ୍ତି। ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନ ବନ୍ଦର ଠାରେ ଭଞ୍ଜନଗର ନିର୍ବାଚନ ମଣ୍ଡଳୀ ର ସହ ସହ ଜନପ୍ରତିନିଧି ଓ ବିଜୁ ଜନତା ଦଳ ର ବହୁ ଛାମୁହା ନେତା ଓ କର୍ମୀ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ଙ୍କୁ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା କରିଥିଲେ ।
إرسال تعليق