BREAKING
Loading...
:

ଶପଥ ନେଲେ ୩ ନୂଆ ମନ୍ତ୍ରୀ

 


ଭୁବନେଶ୍ୱର(ନୀଳଚକ୍ର Live)୨୨/୦୫, ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ମନ୍ତ୍ରିମଣ୍ଡଳରେ ଆଜି ନୂଆମନ୍ତ୍ରୀ ଭାବେ ସାମିଲ ହୋଇଛନ୍ତି ବିକ୍ରମ କେଶରୀ ଆରୁଖ, ସୁଦାମ ମାର୍ଣ୍ଡି ଓ ଶାରଦା ନାୟକ। ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ସେମାନଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି।   ଲୋକସେବା ଭବନର ସମ୍ମିଳନୀ କକ୍ଷରେ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହୋଇଥିଲା। ସେଠାରେ ରାଜ୍ୟ ମନ୍ତ୍ରିମଣ୍ଡଳର ମନ୍ତ୍ରୀ ଓ ବିଧାୟକମାନେ ମଧ୍ୟ ଉପସ୍ଥିତ ଥିଲେ।

Post a Comment

Previous Post Next Post
Header ADS