ଜଗନ୍ନାଥ ପ୍ରସାଦ(ନୀଳଚକ୍ର Live )ଜିଲ୍ଲା ଜଗନ୍ନାଥ ପ୍ରସାଦ ବ୍ଲକ ଅନ୍ତର୍ଗତ ଛାମୁଣ୍ଡା କୁଳ ଗୃହ ଠାରେ ନିଖିଳ ଉତ୍କଳ କୂର୍ମି କ୍ଷତ୍ରିୟ ସଂସ୍ଥା, ଛାମୁଣ୍ଡା ଅଞ୍ଚଳ ତରଫରୁ ପୂର୍ଣ୍ଣାଙ୍ଗ ବୈଠକ ସଭାପତି ଶ୍ରୀଯୁକ୍ତ ଅକ୍ଷୟ ଦଳବେହେରାଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମ ଆରମ୍ଭ ପୂର୍ବରୁ କୁଳ ଗୃହ ନବୀକରଣ କରାଯାଇ ପୂଜାର୍ଚ୍ଚନା କରାଯାଇଥିଲା । ପରେ କୁଳର ଜାତୀୟ ପତାକାକୁ ସଭାପତି ଉତ୍ତୋଳନ କରିଥିଲେ ଓ ପ୍ରଦେଶ ସଭ୍ୟ ଶ୍ରୀଯୁକ୍ତ ରବିନ୍ଦ୍ରନାଥ ପ୍ରଧାନ କୁଳ ସଙ୍ଗୀତ ଗାନ କରିଥିଲେ । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପ୍ରଦେଶ ସଭାପତି ଶ୍ରୀଯୁକ୍ତ ସୂର୍ଯ୍ୟନାରାୟଣ ପ୍ରଧାନ ପ୍ରଦୀପ ପ୍ରଜ୍ବଳନ କରି ଉଦଘାଟନ କରିଥିଲେ ।
କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି କୂର୍ମି କ୍ଷତ୍ରିୟ ସଂସ୍ଥା ସ୍ବାସ୍ଥ୍ୟ, ଶିକ୍ଷା, ନାରୀ ଶିକ୍ଷା ଓ କୃଷି ଉନ୍ନତି ଉପରେ କାର୍ଯ୍ୟ କରୁଥିବାରୁ ଅଞ୍ଚଳ ସଦସ୍ୟ ମାନଙ୍କୁ ପ୍ରସଂଶା କରିଥିଲେ । ଏହି କାର୍ଯ୍ୟକ୍ରମରେ ବାର୍ଷିକ ବିବରଣୀ ପଠନ କରିଥିଲେ ଅଞ୍ଚଳ ସମ୍ପାଦକ ଶ୍ରୀ ବଂଶୀଧର ନାୟକ । ଏହି କାର୍ଯ୍ୟକ୍ରମରେ କୁଳାଧିକାରି ଶ୍ରୀଯୁକ୍ତ ଅନ୍ତର୍ଯ୍ୟାମୀ ପ୍ରଧାନ, ପ୍ରଦେଶ ସଭ୍ୟ ଶ୍ରୀଯୁକ୍ତ ସୂର୍ଯ୍ୟନାରାୟଣ ନାୟକ, ଶ୍ରୀଯୁକ୍ତ ବାଇଧର ନାୟକ, ଶ୍ରୀଯୁକ୍ତ ବଂଶୀଧର ନାୟକ, ସହ ସମ୍ପାଦକ ଶ୍ରୀଯୁକ୍ତ ସୁଶାନ୍ତ କୁମାର ପ୍ରଧାନ, କୋଷାଧ୍ୟକ୍ଷ ଶ୍ରୀଯୁକ୍ତ ପ୍ରକାଶ ଚନ୍ଦ୍ର ପ୍ରଧାନ, ସାଙ୍ଗଠନିକ ସମ୍ପାଦକ ଶ୍ରୀଯୁକ୍ତ ଓମ୍ ପ୍ରକାଶ ପ୍ରଧାନ ଓ ୭୨ ଗ୍ରାମର କୂର୍ମୀ କ୍ଷତ୍ରିୟ ଗ୍ରାମ୍ୟ ସଭାପତି ଓ ସମ୍ପାଦକ ମାନେ ଯୋଗ ଦେଇଥିଲେ । ଅଞ୍ଚଳ ସଭାପତି ଗ୍ରାମ ସଭାପତି ମାନଙ୍କ ସହ ବିଭିନ୍ନ ସାଙ୍ଗଠନିକ ଆଲୋଚନା ମାନ କରିଥିଲେ ।
ଶେଷରେ ଉପସଭାପତି ଶ୍ରୀଯୁକ୍ତ ଉପେନ୍ଦ୍ର ଭଞ୍ଜ ନାୟକ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ । ଛାମୁଣ୍ଡା ଗାଁ ସଭାପତି ଶ୍ରୀଯୁକ୍ତ ଧବଳେଶ୍ୱର ପ୍ରଧାନ ଓ ଉପ ସଭାପତି ଶ୍ରୀଯୁକ୍ତ ସୁଶାନ୍ତ କୁମାର ପ୍ରଧାନ, ସହ ସମ୍ପାଦକ ଶ୍ରୀ ଆଦିତ୍ୟ ନାୟକ, ଶ୍ରୀଯୁକ୍ତ ଲଡୁ କିଶୋର ପ୍ରଧାନ, ଶ୍ରୀଯୁକ୍ତ ବିଜୟ ପ୍ରଧାନ, ଭାବସର ଯୁବ ସମ୍ପାଦକ ଶ୍ରୀ ସରୋଜ କୁମାର ନାୟକ ଓ ଅଞ୍ଚଳ ପାଇକ ନାରାୟଣ ପ୍ରଧାନ ପ୍ରମୁଖ ସହଯୋଗ କରିଥିଲେ ।

Post a Comment